ସତ୍ୟପାଠ 28/12 କଟକ: ବର୍ତ୍ତମାନ ରାଜ୍ୟରେ ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବୁଷ୍ଟର ଡୋଜ୍ ଦିଆଯିବା ନେଇ ଚର୍ଚ୍ଚା ଚାଲିଥିଲା । ଏହି ପରିପ୍ରେକ୍ଷୀରେ ଜାନୁଆରୀ ୧୦ ତାରିଖରୁ କଟକରେ ବୁଷ୍ଟର ଡୋଜ୍ ପ୍ରଦାନ ଆରମ୍ଭ ହେବ । ତେବେ ପ୍ରଥମ ପର୍ଯ୍ୟାୟରେ ଆଗ ଧାଡିର କୋଭିଡ୍ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ପରବର୍ତ୍ତି ପର୍ଯ୍ୟାୟରେ ବରିଷ୍ଠ ନାଗରିକଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ଏନେଇ ସିଏମସି ଡେପୁଟି କମିଶନର ଡକ୍ଟର ଅବିନାଶ ରାଉତ ସୂଚନା ଦେଇଛନ୍ତି । ଆଗାମୀ ଦିନରେ କୋଭିଡ ଯୁଦ୍ଧରେ ସହାୟକ ହେବ ବୋଲି ଆଶା କରାଯାଉଛି |
Related Posts
-
Copyright © SatyaPatha2021