OPSC ଅଧ୍ୟକ୍ଷ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୨୭/୯(ସତ୍ୟପାଠ ବ୍ୟୁରୋ):  ବରିଷ୍ଠ ଆଇପିଏସ୍‌ ଅଫିସର ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (OPSC)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଅରୁଣଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଛି। ଏବେ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ। ଏହା ପୂର୍ବରୁ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ ଅରୁଣ। 

Related Posts